ଫଟୋରେ ଖବର


ମୁଖ୍ୟ ଶାସନ ସଚିବ ଏ.ପି.ପାଢ଼ୀ ‘ଇଣ୍ଟର ସେକ୍ଟରାଲ କୋଅର୍ଡିନେସନ ମିଟିଂ ଅନ ଓଡ଼ିଶା ଏଗ୍ରିକଲ୍‌ଚରାଲ ପଲିସି’ ଶୀର୍ଷକ ବୈଠକରେ ଅଧ୍ୟକ୍ଷତା କରୁଛନ୍ତି

Post Comment




  
Captcha
Cannot Read? Click Here to generate a new one.


ସମ୍ପର୍କିତ ଫଟୋ

ଶ୍ରୀଜଗନ୍ନାଥଙ୍କ ପହଡ଼ ଖୋଲା ଦର୍ଶନ

ଅଧାପୋଡ଼ା ସିଗାରେଟ୍ ଟାଣୁଥିବା
ହାଇଦ୍ରାବାଦର ଶେଷ ନିଜାମ୍ ସାର୍ ମୀର୍ ଓସମାନ ଅଲ୍ଲୀ ଖାନ୍ ବିଶ୍ୱର ସବୁ ସମୟର ସବୁଠାରୁ ଧନୀ। କିନ୍ତୁ ଧନାଢ଼୍ୟ ଶାସକ ଭାବରେ ଯେତିକି ସେ ଜଣାଶୁଣା ଥିଲେ, ସେତିକି ମଧ୍ୟ ଥିଲେ କୃପଣ। ସବୁ ଜମିଦାର ଏବଂ ଦରବାରୀ ସୁନାର ଅସରପି (ମୋହର) ନେଇ ନିଜାମଙ୍କ ଦରବାରକୁ ଆସୁଥିଲେ। ନିଜାମ ତାହା ଛୁଉଁଥିଲେ ଏବଂ ଫେରାଇ ଦେଉଥିଲେ, ଯାହା ଯେଉଁମାନଙ୍କର ପ୍ରାପ୍ୟ ଥିଲା। କିନ୍ତୁ ହାଇଦ୍ରାବାଦର ସପ୍ତମ ଏବଂ ଶେଷ ନିଜାମ୍ ଉଲ୍-ମୁଲ୍କ ଆସଫ୍ ଜାହା-୭ମ ବା ସାର୍ ମୀର୍ ଓସମାନ ଅଲ୍ଲୀ ଖାନ୍ ସିଦ୍ଦିକି ବାହାଦୂର ତାଙ୍କ ପୂର୍ବପୁରୁଷ ଅନ୍ୟ ଛଅଜଣ ନିଜାମଙ୍କ ଭଳି ତାହା ନ କରି ତାଙ୍କ ପାଖକୁ ଆସୁଥିବା ଅସରପିକୁ ସିଂହାସନ ତଳେ ଥିବା ଏକ କାଗଜ ଥଳୀରେ ରଖିଦେଉଥିଲେ। ଦରବାର ଶେଷ ହେବାପରେ ଏଇ ଅସରପି ଥଳିକୁ ନିଜାମଙ୍କ ଶୟନକକ୍ଷକୁ ନିଆଯାଉଥିଲା। ଧୀରେ ଧୀରେ ନିଜାମଙ୍କ ପାଖରେ ସୁନା ଅସରପିର ଏକ ପାହାଡ଼ ହୋଇଗଲା।