ସୁଦାନ ଆଦିବାସୀଙ୍କ ମଧ୍ୟରେ ରକ୍ତାକ୍ତ ସଂଘର୍ଷ: ୩୭ ମୃତ, ୨୦୦ରୁ ଅଧିକ ଆହତ


ପୂର୍ବ ସୁଦାନରେ ଦୁଇ ଆଦିବାସୀ ଗୋଷ୍ଠୀଙ୍କ ମଧ୍ୟରେ ରକ୍ତାକ୍ତ ସଂଘର୍ଷ ଘଟି ୩୭ ଜଣଙ୍କ ମୃତ୍ୟୁ ଘଟିଛି ଓ ୨୦୦ରୁ ଅଧିକ ଆହତ ହୋଇଛନ୍ତି। ଏହି ରକ୍ତାକ୍ତ ସଂଘର୍ଷ ବାନି ଅମେର ଏବଂ ନୁବା ଆଦିବାସୀ ସମ୍ପଦ୍ରାୟ ମଧ୍ୟରେ ଘଟିଛି। ପ୍ରାୟ ସପ୍ତାହେ ହେବ ଆଦିବାସୀଙ୍କ ଏହି ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଜାରି ରହିଛି। ଏହି ସଂଘର୍ଷ ପଛରେ ଥିବା କାରଣ ଏପର୍ଯ୍ୟନ୍ତ ଜଣାପଡିନାହିଁ।

Post Comment




  
Captcha
Cannot Read? Click Here to generate a new one.


ଶ୍ରୀଜଗନ୍ନାଥଙ୍କ ପହଡ଼ ଖୋଲା ଦର୍ଶନ