ଫଟୋରେ ଖବର


|   19 Sep 2020

୨୫ତମ ସିଏସଆଇ ଚାପ୍ଟରର ବାର୍ଷିକ ସମ୍ମିଳନୀରେ ରାଜ୍ୟପାଳ ଗଣେଶୀ ଲାଲ

Post Comment




  
Captcha
Cannot Read? Click Here to generate a new one.


ସମ୍ପର୍କିତ ଫଟୋ

ଭାରତ ବର୍ଷର ଶେଷ ସ୍ୱାଧୀନ ଦୁର୍ଗ ଖୋର୍ଦ୍ଧାଗଡ଼ର ଐତିହାସିକ ବରୁଣେଇ ପାହାଡ଼ର ପାଦଦେଶରେ ପାଇକ ବିଦ୍ରୋହ ସ୍ମାରକର ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଅବସରରେ ରାଷ୍ଟ୍ରପତି ରାମନାଥ ଗୋବିନ୍ଦଙ୍କ ସହ (ବାମରୁ) କେନ୍ଦ୍ର ପଶୁପାଳନ ଓ ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ, ଆନ୍ଧ୍ର ପ୍ରଦେଶ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଭାରତର ପ୍ରଥମ ମହିଳା ତଥା ରାଷ୍ଟ୍ରପତିଙ୍କ ସହଧର୍ମିଣୀ ସବିତା କୋବିନ୍ଦ, ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, କେନ୍ଦ୍ର ପେଟ୍ରୋଲିୟମ୍‌ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ପ୍ରହଲ୍ଲାଦ ସିଂ ପଟେଲ ଏବଂ ରାଜ୍ୟ ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ

ଶ୍ରୀଜଗନ୍ନାଥଙ୍କ ପହଡ଼ ଖୋଲା ଦର୍ଶନ